ଆମ୍ ଆଦମୀ ପାର୍ଟିର ଜିଲ୍ଲା ସକ୍ରିୟ କର୍ମୀ ସମ୍ମିଳନୀ ଏବଂ ଜୁନ ୮ ବିଜୁଳି ଆନ୍ଦୋଳନ ପ୍ରସ୍ତୁତି ବୈଠକ
ଢେଙ୍କାନାଳ : ଆମ୍ ଆଦମୀ ପାର୍ଟି ଢେଙ୍କାନାଳ ଜିଲ୍ଲାର ସମସ୍ତ ସକ୍ରିୟ ସଦସ୍ୟଙ୍କୁ ନେଇ ଗୋପବନ୍ଧୁ ଟାଉନହଲଠାରେ ଜିଲ୍ଲା ଆବାହକ ପଙ୍କଜ ନାୟକଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି l ଏହି ବୈଠକରେ ଜିଲ୍ଲାର ଚାରୋଟି ନିର୍ବାଚନ ମଣ୍ଡଳୀର କାର୍ଯ୍ୟକର୍ତ୍ତାମାନେ ଯୋଗ ଦେଇଥିଲେ।…