Take a fresh look at your lifestyle.

ଶ୍ରୀ ଶନିଦେବଙ୍କ ୧୩ତମ ଜନ୍ମବାର୍ଷିକ

ଢେଙ୍କାନାଳ : ଢେଙ୍କାନାଳ ସହର ମାଣ୍ଡବାସାହି ଟାଉନ୍‌ପ୍ଲାନିଂ ଛକ ଠାରେ ଶ୍ରୀଶ୍ରୀ ଶନିଶ୍ଚରଦେବଙ୍କ ୧୩ତମ ଜନ୍ମବାର୍ଷିକ ଉତ୍ସବର ପୂର୍ଣ୍ଣାହୁତି ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି ।୨୭/୦୪ରେ ଶନିଶ୍ଚର ଦେବଙ୍କ ଘଟ ସ୍ଥାପନ ଓ କଳସଯାତ୍ରା ଅନୁଷ୍ଠିତ ହୋଇଥିଲା। ୨୮ ତାରିଖ ଶୁକ୍ରବାର…

ଜି ୨୦ର ପ୍ରତିନିଧି ମଣ୍ଡଳୀଙ୍କ ସୂର୍ଯ୍ୟ ମନ୍ଦିର ପରିଦର୍ଶନ

କୋଣାର୍କ : ଭାରତରେ ଅନୁଷ୍ଠିତ ଜି୨୦ ଶିଖର ସମିଳନିର ଏକ ପ୍ରତିନିଧି ମଣ୍ଡଳୀ ଆଜି ଅପରାହ୍ନରେ ସୂର୍ଯ୍ୟ ମନ୍ଦିର ପରିଦର୍ଶନ କରିଛନ୍ତି । ଏହି ପ୍ରତିନିଧି ମଣ୍ଡଳୀରେ ୨୦ଟି ଦେଶର ୮୫ ଜଣ ପ୍ରତିନିଧି ରହିଥିଲେ ।ଜି୨୦ର ପ୍ରତିନିଧି ମାନେ କୋଣାର୍କରେ ପହଞ୍ଚିବା ପରେ ସେମାନଙ୍କୁ ଆଇଓସିଏଲ…

ବ୍ଲକସ୍ତରୀୟ ଏଫ୍ଏଲ୍ଏନ୍ ହଵ୍ ଉଦଘାଟନ ଓ ଶିକ୍ଷଣ ସାମଗ୍ରୀ ପ୍ରଦର୍ଶନୀ

ପୁରୀ : ସମଗ୍ର ଶିକ୍ଷା, ପୁରୀ ଆନୁକୂଲ୍ୟରେ ଶୁକ୍ରବାର ଗୋପ ଵ୍ଲକ୍ ପକ୍ଷରୁ ଏରଵଙ୍ଗ ନୋଡାଲ ହାଇସ୍କୁଲ ପରିସରରେ ବ୍ଲକସ୍ତରୀୟ 'ମୌଳିକ ସାକ୍ଷରତା ସଂଖ୍ୟାଜ୍ଞାନ(ଏଫ୍ଏଲ୍ଏନ୍) ହବ୍' ଉଦ୍ଘାଟିତ ହୋଇଯାଇଛି। ଏହି ଅବସରରେ ଵ୍କକସ୍ତରୀୟ ଶିକ୍ଷଣ ସାମଗ୍ରୀ ପ୍ରଦର୍ଶନୀର ଆୟୋଜନ କରାଯିଵା ସହିତ…

ବରିଷ୍ଠ ନାଗରିକ ମହାମଞ୍ଚ ପକ୍ଷରୁ ବୈଶାଖୀ ଆସର ଅନୁଷ୍ଠିତ

କୋଣାର୍କ: କୋଣାର୍କର ଅଗ୍ରଣୀ ସ୍ବେଚ୍ଛାସେବୀ ସଙ୍ଗଠନ ଓ ବରିଷ୍ଠ ନାଗରିକ ମହାମଞ୍ଚ ପକ୍ଷରୁ କୋଣାର୍କ ନାଟ୍ୟ ମଣ୍ଡପ ପରିସରେ ମହା ବିଷୁବ ପଣା ସଂକ୍ରାନ୍ତି, ବୈଶାଖୀ ଆସର ଅନୁଷ୍ଠିତ ହୋଇଯାଇଛି । ବରିଷ୍ଠ ନାଗରିକ ମହାମଞ୍ଚର ଆବାହକ ଉମେଶ ଚନ୍ର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଶାଖୀ…

କୋଣାର୍କ ପ୍ରାଥମିକ ଚିକିତ୍ସା କେନ୍ଦ୍ରରେ ସ୍ବାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ

କୋଣାର୍କ : ଭାରତ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୋମବାର ପୂର୍ବାହ୍ନରେ କୋଣାର୍କ ପ୍ରାଥମିକ ଚିକିତ୍ସା କେନ୍ଦ୍ରର ପରିସରରେ ସ୍ବାସ୍ଥ୍ୟ ସେବା ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ସ୍ବାସ୍ଥ୍ୟ ସଚେତନତା ଶିବିରରେ କୋଣାର୍କ…

ଜାତୀୟସ୍ତରୀୟ ତାଇକୋଣ୍ଡୋ ପ୍ରତିଯୋଗିତାରେ ଓଡିଶା ଟିମକୁ ୧ସ୍ୱର୍ଣ୍ଣ ଓ ୩ ରୋୖପ୍ୟ ପଦକ

ଢେଙ୍କାନାଳ: ଜାତୀୟସ୍ତରୀୟ ତାଇକୋଣ୍ଡୋ ପ୍ରତିଯୋଗିତାରେ ଢେଙ୍କାନାଳ ପ୍ରତିଯୋଗୀଙ୍କ ସଫଳତା, କୃତି ପ୍ରତିଯୋଗୀଙ୍କୁ ଜିଲ୍ଲାପାଳ ଜଣାଇଲେ ଶୁଭେଚ୍ଛା । ।ମହାରାଷ୍ଟ୍ରର ପୁନେ ସହର ସ୍ଥିତ ନିୟୁ ପ୍ରଭୁ ଶ୍ରୀଲର୍ନ ପରିସରରେ ଭାରତର ବିଭିନ୍ନ ତାଇକୋଣ୍ଡୋ ଏକାଡେମୀ, ଆସୋସିଏସନ ଓ କ୍ଲବର ମିଳିତ…

ହିରୋ XOOM ସ୍କୁଟର ବଜାର ପ୍ରବେଶ

ଢେଙ୍କାନାଳ: ହିରୋ ମୋଟୋକର୍ପ ର ଅଧିକୃତ ବିକ୍ରେତା ସୋମ ଅଟୋରେ ହିରୋ XOOM ସ୍କୁଟର ର ବଜାର ପ୍ରବେଶ ମହାସମାରୋହରେ ଅନୁଷ୍ଠିତ ହୋଯାଇଅଛି। ସ୍ଥାନୀୟ AXIS BANK ର ବରିଷ୍ଟ ଶାଖା ପ୍ରବନ୍ଧକ ଶ୍ରୀଯୁକ୍ତ କାର୍ତ୍ତିକ ଚନ୍ଦ୍ର ସାହୁ କେକ୍ କାଟି ଏହାର ଶୁଭ ଉଦଘାଟନ କରିଥିଲେ। 110CC ବିଶିଷ୍ଟ…

ଭୁବନ ସରସ୍ୱତୀଶିଶୁବିଦ୍ୟାମନ୍ଦିର ର ୩୩ ତମବାର୍ଷିକଉତ୍ସବ

ଭୁବନ : ଭୁବନ ସହର ଉପକଣ୍ଠସ୍ଥ ସରସ୍ୱତୀ ଶିଶୁବିଦ୍ୟାମନ୍ଦିର ର ୩୩ ତମ ବାର୍ଷିକଉତ୍ସବ ମହାସମାରୋହରେ ଅନୁଷ୍ଠିତହୋଇଯାଇଛି । ପରିଚାଳନା କମିଟି ସଭାପତି ପ୍ରଭାତକୁମାର ପଟ୍ଟନାୟକ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ଢେଙ୍କାନାଳ ସାଂସଦ ମହେଶ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସ୍ୱଳ୍ପ…

ରିଜର୍ଭ ବ୍ୟାଙ୍କ୍ ପକ୍ଷରୁ ଛାତ୍ରୀଙ୍କ ନିଯୁକ୍ତି ନିମନ୍ତେ ସଚେତନତା

ଢେଙ୍କାନାଳ : ଢେଙ୍କାନାଳ ସ୍ୱୟଂଶାସିତ ମହାବିଦ୍ୟାଳୟର ଆଇକ୍ୟୁଏସି ସେଲ୍ ଏବଂ ଭାରତୀୟ ରିଜର୍ଭ ବ୍ୟାଙ୍କ୍ ଓଡିଶା ଶାଖା ତରଫରୁ ଛାତ୍ରୀମାନଙ୍କ ପାଇଁ ରିଜର୍ଭ ବ୍ୟାଙ୍କ୍ରେ ନିଯୁକ୍ତି ନିମନ୍ତେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମକୁ ମହାବିଦ୍ୟାଳୟର…