ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଉଦ୍ଘାଟିତ
ଢେଙ୍କାନାଳ : ଢେଙ୍କାନାଳ ସ୍ୱୟଂଶାସିତ ମହାବିଦ୍ୟାଳୟରେ ଯୁକ୍ତ ୨ ଛାତ୍ରୀଙ୍କ ନିମନ୍ତେ ରାଣୀ ଲକ୍ଷ୍ମୀବାଇ ଆତ୍ମରକ୍ଷା କୌଶଳ ଉଦ୍ଘାଟିତ ହୋଇଯାଇଛି ।
ସମଗ୍ର ଶିକ୍ଷା ଦ୍ୱାରା ପ୍ରାୟୋଜିତ ଏହି କାର୍ଯ୍ୟକ୍ରମ ୧୫ ଦିନ ଧରି ଚାଲିବ । କଲେଜର ଅଧ୍ୟକ୍ଷ ପ୍ରଫେସର ରଞ୍ଜିତ କୁମାର ପ୍ରଧାନ ଏହାକୁ…