ନୂତନ ନିର୍ଦ୍ଦେଶକ ଭାବେ ଶ୍ରୀ ପଙ୍କଜ କୁମାର ଶର୍ମାଙ୍କ ଦାୟିତ୍ୱ ଗ୍ରହଣ
ଭୁବନେଶ୍ୱର : ନବରତ୍ନ ଉଦ୍ୟୋଗ ନାଲକୋର ନୂତନ ନିର୍ଦ୍ଦେଶକ(ଉତ୍ପାଦନ) ଶ୍ରୀ ପଙ୍କଜ କୁମାର ଶର୍ମା,ଆଜିଠାରୁ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ଶ୍ରୀ ଶର୍ମା ଏନ.ଏମ.ଡି.ସି ର ରାୟପୁରସ୍ଥିତ ବିଶ୍ୱ ଅନ୍ୱେଷଣ କେନ୍ଦ୍ର ଠାରେ ମୁଖ୍ୟ ମହାପ୍ରବନ୍ଧକ ଭାବେ କାର୍ଯ୍ୟରତ ଥିଲେ।
ଏହା…