ମହିମା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ଆତ୍ମରକ୍ଷା ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଜ୍ଜାପନ
ଯୋରନ୍ଦା: ମହିମାଗାଦିସ୍ଥିତ ମହିମା ମହାବିଦ୍ୟାଳୟର +୨ ପ୍ରଥମ ବର୍ଷର ଛାତ୍ରୀ ମାନଙ୍କୁ ଓଡିଶା ସରକାରଙ୍କର ପ୍ରଦତ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ମହାବିଦ୍ୟାଳୟ ପରିସରରେ ଅଧକ୍ଷ ଡକ୍ଟର ସଦାନନ୍ଦ ମିଶ୍ରଙ୍କ ଦ୍ଵାରା ଆନୁଷ୍ଠାନିକ ଭାବେ ଉଦଯାପିତ ହୋଇଯାଇଅଛି । ଏହି ଉପଲକ୍ଷେ…