ଖଇରମୁଣ୍ଡା ଗାଁ ପାଖ ଜଙ୍ଗଲ ରୁ ମାଈ ହାତୀର ମୃତ ଦେହ ଉଦ୍ଧାର କାରଣ ଅପ୍ସଷ୍ଟ
କଙ୍କଡାହାଡ଼:କଙ୍କଡାହାଡ଼ ବ୍ଲକ ମହାବିରୋଡ଼ ରେଞ୍ଜ ଦଦରାଘାଟି ସେସ୍କନ ଘାଗରାମୁଣ୍ଡା ବିଟ ଅନ୍ତର୍ଗତ ଖଇରମୁଣ୍ଡା ଗାଁ ପାଖକୁ ଲାଗିଥିବା ଜଙ୍ଗଲ ରେ ଏକ ମାଈ ହାତୀର ମୃତ ଦେହ ଉଦ୍ଧାର ହେଇଅଛି ।ହାତୀର ବୟସ ଆନୁମାନିକ ୩୦ ରୁ ୩୫ ବର୍ଷ ହେବ ।
ଖବର ପାଇ ପ୍ରଥମେ ସ୍ଥାନୀୟ ଜିଲ୍ଲାପରିଷଦ ସଦସ୍ୟ…