ଶତାୟୁ,ବ୍ରଜନାଥ ବଡ଼ଜେନା ଉଚ୍ଚ ବିଦ୍ୟାଳୟରେ ୭୬ ତମ ସ୍ୱାଧୀନତା ଦିବସ ପାଳନ
ଢେଙ୍କାନାଳ: ସ୍ଥାନୀୟ ଶତାୟୁ ବ୍ରଜନାଥ ବଡ଼ଜେନା ଉଚ୍ଚ ବିଦ୍ୟାଳୟ ପରିସରରେ କୋଭିଡ-୧୯ ନିୟମ ସବୁକୁ ଅନୁପାଳନ କରି ଆଜାଦୀର ଅମୃତ ମହୋତ୍ସବ ଓ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମର ପାଳନ ଅବସରରେ ୭୬ତମ ସ୍ୱାଧୀନତା ଦିବସ ନିରାଡ଼ମ୍ବର ଭାବେ ପାଳିତ ହୋଇ ଯାଇଛି।
ଏହି ଅବସରରେ ବିଦ୍ୟାଳୟର…