ବ୍ରଜନାଥ ବଡ଼ଜେନା ଉଚ୍ଚ ବିଦ୍ୟାଳୟ ପରିସରରେ ଉତ୍କଳ ମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୪ ତମ ଶ୍ରାଦ୍ଧବାର୍ଷିକୀ ପାଳନ
ଢେଙ୍କାନାଳ : ସ୍ଥାନୀୟ ଶତାୟୁ, ବ୍ରଜନାଥ ବଡ଼ଜେନା ଉଚ୍ଚ ବିଦ୍ୟାଳୟ, ଢେଙ୍କାନାଳ ପରିସରସ୍ଥ ନୂତନ ଭାବରେ ସଂସ୍ଥାପିତ 'ପଞ୍ଚସଖା ମୁକ୍ତ ବନ ବିଦ୍ୟାଳୟ' ରେ ଉତ୍କଳ ମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୪ ତମ ତିରୋଧାନ ଦିବସ ଓ ଶ୍ରାଦ୍ଧବାର୍ଷିକୀ-୨୦୨୨ କୋଭିଡ୍ -୧୯ ନିୟମ ଅନୁପାଳନ କରି ସମାହିତ…